Album queen actress Dipa Sahu admitted in hospital due to ovary cancer

ଅଭିନେତ୍ରୀ  ଦୀପା_ସାହୁଙ୍କ ସ୍ଵାସ୍ଥ୍ୟବସ୍ଥା ଗୁରୁତର ଥିବା ଜଣାପଡିଛି । ଗୁରୁତର ଅବସ୍ଥାରେ ତାଙ୍କୁ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ସେ କିଛି ବର୍ଷ ଧରି କର୍କଟ ରୋଗରେ ପୀଡ଼ିତ ଥିବା ବେଳେ ଆଜି ହଠାତ୍ ତାଙ୍କ ସ୍ବାସ୍ଥ୍ୟାବସ୍ଥା ସଂକଟାପନ୍ନ ହେବାରୁ ତାଙ୍କୁ କ୍ୟାପିଟାଲ ହସ୍ପିଟାଲ୍‌ରେ ଭର୍ତ୍ତି କରାଯାଇଛି।

କଳାକାର ମାନଙ୍କୁ ସହଯୋଗ କରିବାକୁ ଅନୁରୋଧ ।

Leave a Comment

Your email address will not be published. Required fields are marked *